Biblia Todo Logo
Bib sou entènèt

- Piblisite -




ମାର୍କ 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟ; ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରି କି ଅଧିକାଂଶ କହିଲେ, ସେ ମରିଗଲା।

Gade chapit la Kopi

ଓଡିଆ ବାଇବେଲ

26 ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26-27 ପ୍ରେତାତ୍ମା ଚିକ୍ରାର କରି ବାଳକକୁ ଅଚେତ କରିଦେଲା ଏବଂ ତାକୁ ତଳେ କଚାଡ଼ି ଦେଇ ତା’ ଭିତରୁ ବାହାରି ଗଲା। ଅଚେତ ବାଳକଟି ଶବପରି ଦେଖାଗଲା ଏବଂ ସମସ୍ତେ କହିଲେ, “ସେ ମରିଯାଇଛି।” କିନ୍ତୁ ଯୀଶୁ ତା’ ହାତ ଧରି ତାକୁ ଉଠାଇଲେ ଏବଂ ସେ ଉଠି ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

26 ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”

Gade chapit la Kopi




ମାର୍କ 9:26
8 Referans Kwoze  

ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।


ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।


ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”


ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।


କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”


ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।


ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।


କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।


Swiv nou:

Piblisite


Piblisite