ମାର୍କ 9:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? Gade chapit laପବିତ୍ର ବାଇବଲ (Re-edited) - (BSI)33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? Gade chapit laଓଡିଆ ବାଇବେଲ33 ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ ? Gade chapit laପବିତ୍ର ବାଇବଲ (CL) NT (BSI)33 ସେମାନେ କପର୍ନାହୂମରେ ପହଞ୍ôଚ ଘରେ ପ୍ରବେଶ କରିବା ପରେ ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ରାସ୍ତାରେ ଆସିବାବେଳେ ତୁମ୍ଭେମାନେ କେଉଁ ବିଷୟରେ ତର୍କବିତର୍କ କରୁଥିଲେ?” Gade chapit laପବିତ୍ର ବାଇବଲ33 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।