Biblia Todo Logo
Bib sou entènèt

- Piblisite -




ମାର୍କ 9:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେକେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ମୁଁ ପ୍ରତିଜ୍ଞା କରି କହୁଛି, ମୋର ଅନୁଗାମୀ ବୋଲି ତୁମ୍ଭମାନଙ୍କୁ କେହି ଯଦି ପିଇବା ପାଇଁ ଗିଲାସେ ପାଣି ଦିଏ, ସେ ନିଶ୍ଚୟ ସେଥିପାଇଁ ପୁରସ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ

41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।

Gade chapit la Kopi




ମାର୍କ 9:41
11 Referans Kwoze  

ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।


ଏବଂ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ବରଙ୍କର।


ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।


Swiv nou:

Piblisite


Piblisite