Biblia Todo Logo
Bib sou entènèt

- Piblisite -




ମାର୍କ 9:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ିପକାଅ; ଦୁଇ ଚକ୍ଷୁ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;

Gade chapit la Kopi

ଓଡିଆ ବାଇବେଲ

47 ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ଯଦି ତୁମର ଗୋଟିଏ ଆଖି ଯୋଗୁ ବିଶ୍ୱାସ ହରାଉଥାଅ, ତାକୁ ଓପାଡ଼ି ଦିଅ। ଦୁଇଟି ଆଖି ଥାଇ ନରକରେ ନିକ୍ଷିପ୍ତ ହେବାଠାରୁ, ଗୋଟିଏ ଆଖି ଥାଇ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଶ୍ରେୟସ୍କର।

Gade chapit la Kopi

ପବିତ୍ର ବାଇବଲ

47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ।

Gade chapit la Kopi




ମାର୍କ 9:47
14 Referans Kwoze  

ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।


ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ।


“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।]


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।


Swiv nou:

Piblisite


Piblisite