Biblia Todo Logo
Bib sou entènèt

- Piblisite -




ମାର୍କ 9:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

48 କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ମନେରଖ, ନରକର କୀଟଗୁଡ଼ିକ କେବେ ମରନ୍ତି ନାହିଁ, ସେଠାରେ ଜଳୁଥିବା ନିଆଁ କେବେ ଲିଭେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

48 ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।

Gade chapit la Kopi




ମାର୍କ 9:48
7 Referans Kwoze  

ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।


ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।


Swiv nou:

Piblisite


Piblisite