ନାହୂମ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Gade chapit laଓଡିଆ ବାଇବେଲ3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। Gade chapit laପବିତ୍ର ବାଇବଲ3 ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନ ଦେଇ କେବେ ଛାଡ଼ିବେ ନାହିଁ। ସେ ଯେଉଁଠାକୁ ଯାଆନ୍ତି ସେଠାରେ ଘୂର୍ଣ୍ଣିବାତ୍ୟା ଓ ଝଡ଼ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲାବେଳେ ତାଙ୍କ ପାଦରେ ମେଘଗୁଡ଼ିକ ଧୂଳି ସ୍ୱରୂପ ଉଠେ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।