ନାହୂମ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ବିହାର କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ? Gade chapit laଓଡିଆ ବାଇବେଲ11 ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ ? Gade chapit laପବିତ୍ର ବାଇବଲ11 ସେହି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସେଠାରେ ବାସ କରୁଥିଲେ। ସେମାନଙ୍କର ସିଂହ ଶାବକଗୁଡ଼ିକୁ ସେଠାରେ ଖାଉଥିଲେ ଏବଂ ଭୟଭୀତ ନ ଥିଲେ। Gade chapit la |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।