Biblia Todo Logo
Bib sou entènèt

- Piblisite -




ନାହୂମ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକର ଗଳା ଟିପି ମାରିଅଛି, ଆଉ ଆପଣା ଗହ୍ଵର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।

Gade chapit la Kopi

ଓଡିଆ ବାଇବେଲ

12 ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।

Gade chapit la Kopi

ପବିତ୍ର ବାଇବଲ

12 ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାରରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସରେ ପୂର୍ଣ୍ଣ କଲା।

Gade chapit la Kopi




ନାହୂମ 2:12
7 Referans Kwoze  

“ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”


ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।


ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।


ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


Swiv nou:

Piblisite


Piblisite