ନାହୂମ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହ-ଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ। Gade chapit laଓଡିଆ ବାଇବେଲ13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ। Gade chapit laପବିତ୍ର ବାଇବଲ13 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦେବା ଓ ତୁମ୍ଭର ‘ଯୁବକ ସିଂହମାନଙ୍କୁ’ ଖଣ୍ଡାରେ ହତ୍ୟା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦେବା। ଲୋକମାନେ ଆଉ କେବେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।” Gade chapit la |
ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।