Biblia Todo Logo
Bib sou entènèt

- Piblisite -




ନାହୂମ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ଆପଣା ପ୍ରତାପାନ୍ଵିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

5 ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

5 ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତେବେଳେ ସେମାନେ ଆଗକୁ ଗତି କରନ୍ତି, ସେମାନେ ଝୁଣ୍ଟି ପଡ଼ନ୍ତି। ସେମାନେ କାନ୍ଥ ନିକଟକୁ ଯାଆନ୍ତି ଏବଂ ସେମାନଙ୍କର ଢାଲଗୁଡ଼ିକ ଠିକ୍ କରନ୍ତି।

Gade chapit la Kopi




ନାହୂମ 2:5
9 Referans Kwoze  

ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”


ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।


ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;


ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।


ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।


ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;


ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।


ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।


Swiv nou:

Piblisite


Piblisite