Biblia Todo Logo
Bib sou entènèt

- Piblisite -




ନାହୂମ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ନଦୀର ଦ୍ଵାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

6 ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

6 ନଦୀର ଫାଟକଗୁଡ଼ିକ ଖୋଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,

Gade chapit la Kopi




ନାହୂମ 2:6
5 Referans Kwoze  

ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।


ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି।


ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।


Swiv nou:

Piblisite


Piblisite