Biblia Todo Logo
Bib sou entènèt

- Piblisite -




ନାହୂମ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଟ୍ ଛାଡ଼େ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର ! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ୟା ନଗରୀ, ଗ୍ଭେରି ଓ ମୃତ୍ୟୁ ଯନ୍ତ୍ରଣାରେ ପରିପୂର୍ଣ୍ଣ ଅଟେ।

Gade chapit la Kopi




ନାହୂମ 3:1
11 Referans Kwoze  

ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।


ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।


Swiv nou:

Piblisite


Piblisite