ନାହୂମ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ଵ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ତରେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ , ଆଉ ତାହାର ବଡ଼ ଲୋକ ସମସ୍ତେ ଶୃଙ୍ଖଲରେ ବନ୍ଧା ହେଲେ। Gade chapit laଓଡିଆ ବାଇବେଲ10 ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ। Gade chapit laପବିତ୍ର ବାଇବଲ10 କିନ୍ତୁ ନୋ-ଆମୋନ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗଲେ। ସୈନ୍ୟମାନେ ରାସ୍ତାର ପ୍ରତ୍ୟେକ କୋଣରେ ତା'ର ଛୋଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସେମାନେ ତାଙ୍କର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ତାଙ୍କର ବଡ଼ ଲୋକ ସମସ୍ତେ ଶୃଙ୍ଖଳରେ ବନ୍ଧା ହେଲେ। Gade chapit la |
ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”