Biblia Todo Logo
Bib sou entènèt

- Piblisite -




ନାହୂମ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟାଭାଟି ଦୃଢ଼ କର।

Gade chapit la Kopi

ଓଡିଆ ବାଇବେଲ

14 ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।

Gade chapit la Kopi

ପବିତ୍ର ବାଇବଲ

14 ଅବରୋଧ ସମୟ ନିମନ୍ତେ ପାଣି କାଢ଼ି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥିରେ ଚୂନ ମିଶାଅ, ଇଟା ତିଆରି ପାଇଁ ସେହି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡ଼ିକ ଶକ୍ତିଶାଳୀ କର।

Gade chapit la Kopi




ନାହୂମ 3:14
10 Referans Kwoze  

ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।


ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।


ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


Swiv nou:

Piblisite


Piblisite