Biblia Todo Logo
Bib sou entènèt

- Piblisite -




ନାହୂମ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭର ବହୁ ବ୍ୟବସାୟୀ ଅଛନ୍ତି। ସେମାନେ ଆକାଶ ତାରା ସଦୃଶ ଅଗଣିତ ଏବଂ ସେମାନେ ପଙ୍ଗପାଳ ସଦୃଶ। ସେମାନେ ସବୁ ଶେଷ ହେବା ପର୍ଯ୍ୟନ୍ତ ଖାଆନ୍ତି ଏବଂ ପରେ ସେମାନେ ସେହି ସ୍ଥାନ ଛାଡ଼ନ୍ତି।

Gade chapit la Kopi




ନାହୂମ 3:16
7 Referans Kwoze  

ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;


ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?


ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


Swiv nou:

Piblisite


Piblisite