Biblia Todo Logo
Bib sou entènèt

- Piblisite -




ନାହୂମ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କୋରଡ଼ାର ଶଦ୍ଦ, ଚକ୍ରସମୂହର ଘର ଘର ଶଦ୍ଦ; ନାଚିବା ଅଶ୍ଵଗଣ ଓ କୁଦିବା ରଥ;

Gade chapit la Kopi

ଓଡିଆ ବାଇବେଲ

2 କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଗ୍ଭବୁକ ପ୍ରହାରର ଶବ୍ଦ, ଚକ୍ର ଘୂରିବା ଶବ୍ଦ, ଘୋଡ଼ାର ଟାପୁ ଶବ୍ଦ ଏବଂ ରଥର ଗ୍ଭଳନା ଶବ୍ଦ ଶୁଣି ପାରିବ।

Gade chapit la Kopi




ନାହୂମ 3:2
7 Referans Kwoze  

ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;


ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।


ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।


Swiv nou:

Piblisite


Piblisite