Biblia Todo Logo
Bib sou entènèt

- Piblisite -




ନାହୂମ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ଵାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ଵାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।

Gade chapit la Kopi

ଓଡିଆ ବାଇବେଲ

4 ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।

Gade chapit la Kopi

ପବିତ୍ର ବାଇବଲ

4 ନୀନିବୀରେ ଅତ୍ୟନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ଯିଏ କି ତା'ର ଗଣିକା କାର୍ଯ୍ୟ ପାଇଁ ରାଜ୍ୟକୁ କ୍ରୀତଦାସ କଲା। ସେ ତା'ର ଯାଦୁ ବଳରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।

Gade chapit la Kopi




ନାହୂମ 3:4
10 Referans Kwoze  

ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”


ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


Swiv nou:

Piblisite


Piblisite