ନାହୂମ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା। Gade chapit laଓଡିଆ ବାଇବେଲ5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା। Gade chapit laପବିତ୍ର ବାଇବଲ5 ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉଠେଇ ନେବା। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସେହି ରାଜ୍ୟଗୁଡ଼ିକ ତୁମ୍ଭର ଲଜ୍ଜିତରୂପ ଦେଖିବେ। Gade chapit la |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।