ନାହୂମ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ କୌତୁକର ବିଷୟ କରିବା। Gade chapit laଓଡିଆ ବାଇବେଲ6 ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା। Gade chapit laପବିତ୍ର ବାଇବଲ6 ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ୟବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ। Gade chapit la |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।