Biblia Todo Logo
Bib sou entènèt

- Piblisite -




ନିହିମୀୟା 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟ-ଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;

Gade chapit la Kopi

ପବିତ୍ର ବାଇବଲ

8 “ତୁମ୍ଭେ ଯାହାସବୁ କହିଅଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଅଛି, ତୁମ୍ଭେ ଆଦେଶ କରିଅଛ ଏବଂ ତୁମ୍ଭର ଦାସ ମୋଶାଙ୍କୁ କହିଥିଲ, ‘ଯଦି ତୁମ୍ଭେମାନେ ପାପ କର, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା।

Gade chapit la Kopi




ନିହିମୀୟା 1:8
10 Referans Kwoze  

ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,


ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।


ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।


Swiv nou:

Piblisite


Piblisite