ନିହିମୀୟା 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’ Gade chapit laପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର। Gade chapit laଓଡିଆ ବାଇବେଲ9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’ Gade chapit laପବିତ୍ର ବାଇବଲ9 କିନ୍ତୁ ଯଦି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିବ ଓ ଆମ୍ଭ ଆଜ୍ଞା ପାଳନ କରି ଓ ଅଭ୍ୟାସ କରି ବାସ କରିବ, ତେବେ ଯଦିଓ ତୁମ୍ଭେମାନେ ଆକାଶର ପ୍ରାନ୍ତ ସୀମାରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା।’ Gade chapit la |
ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,