ନିହିମୀୟା 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ, Gade chapit laପବିତ୍ର ବାଇବଲ (Re-edited) - (BSI)32 ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ସେବାକାର୍ଯ୍ୟ ନିମନ୍ତେ, Gade chapit laଓଡିଆ ବାଇବେଲ32 ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ, Gade chapit laପବିତ୍ର ବାଇବଲ32 “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀୟାଂଶ ଶେକଲ ରୂପା ପ୍ରତି ବର୍ଷ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟ ପାଇଁ ଦେବୁ। Gade chapit la |
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।