ନିହିମୀୟା 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
33 ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
Gade chapit la Kopi
33 ଅର୍ଥାତ୍, ଦର୍ଶନୀୟ ରୋଟୀର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
Gade chapit la Kopi
33 ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
Gade chapit la Kopi
33 ଅର୍ଥାତ୍ ଦର୍ଶନୀୟ ରୋଟୀର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମ ବାରର ଅମାବାସ୍ୟାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ ନିମନ୍ତେ।
Gade chapit la Kopi