ନିହିମୀୟା 10:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ, Gade chapit laପବିତ୍ର ବାଇବଲ (Re-edited) - (BSI)36 ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ, Gade chapit laଓଡିଆ ବାଇବେଲ36 ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ, Gade chapit laପବିତ୍ର ବାଇବଲ36 “ବ୍ୟବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ୟ ନିୟମ କରୁଥିଲୁ। Gade chapit la |