Biblia Todo Logo
Bib sou entènèt

- Piblisite -




ନିହିମୀୟା 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ଵରଙ୍କ ଗୃହସ୍ଥିତ ଭଣ୍ତାର-କୋଠରିକି ଦଶମାଂଶର ଦଶମାଂଶ ଆଣିବେ।

Gade chapit la Kopi

ଓଡିଆ ବାଇବେଲ

38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।

Gade chapit la Kopi

ପବିତ୍ର ବାଇବଲ

38 ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କ ସନ୍ତାନ ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ। ଆଉ ଲେବୀୟମାନେ ପରମେଶ୍ୱରଙ୍କ ମନ୍ଦିରସ୍ଥିତ ଭଣ୍ତାର ଗୃହକୁ ଦଶମାଂଶର ଦଶମାଂଶ ଆଣିବେ।

Gade chapit la Kopi




ନିହିମୀୟା 10:38
11 Referans Kwoze  

କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।


ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।


ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।


ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।


କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”


ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।


ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


Swiv nou:

Piblisite


Piblisite