ନିହିମୀୟା 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit laଓଡିଆ ବାଇବେଲ1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ। Gade chapit laପବିତ୍ର ବାଇବଲ1 ଇସ୍ରାଏଲମାନଙ୍କର ଅଧିପତିମାନେ ଯିରୁଶାଲମରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୁଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଜଣକୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରିବାକୁ ଗୁଲିବାଣ୍ଟ କଲେ। Gade chapit la |