Biblia Todo Logo
Bib sou entènèt

- Piblisite -




ନିହିମୀୟା 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର,

Gade chapit la Kopi

ଓଡିଆ ବାଇବେଲ

12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍‍ର ପୁତ୍ର ଅଦାୟା, ସେହି ଯିରୋହମ୍‍ ପଲଲୀୟର ପୁତ୍ର, ପଲଲୀୟ ଅମ୍‍ସିର ପୁତ୍ର, ଅମ୍‍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,

Gade chapit la Kopi

ପବିତ୍ର ବାଇବଲ

12 ସେମାନଙ୍କର ଆତ୍ମୀୟମାନଙ୍କ ସହିତ ଏକାଠି ହୋଇ ଯେଉଁମାନେ ପରମେଶ୍ୱରଙ୍କ ମନ୍ଦିରରେ କାମ କରୁଥିଲେ ସେମାନେ 822 ଜଣ ଥିଲେ। ଯିରୋହମର ପୁତ୍ର ଅଦାୟା, ପଲଲିୟର ପୁତ୍ର ଯିରୋହମ, ଅ‌‌‌‌‌‌ମ୍‌‌‌‌‌‌ସିର ପୁତ୍ର ପଲଲିୟ, ଯିଖରିୟର ପୁତ୍ର ଅମସି, ପ‌ଶ୍‌ହୂରର ପୁତ୍ର ଯିଖରିୟ, ମଲ୍ଲିୟେଲର ପୁତ୍ର ପ‌ଶ୍‌ହୂର।

Gade chapit la Kopi




ନିହିମୀୟା 11:12
4 Referans Kwoze  

ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;


ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମ୍‍ର ପୁତ୍ର, ମଶୁଲ୍ଲମ୍‍ ସାଦୋକର ପୁତ୍ର, ସାଦୋକ ମରାୟୋତ୍‍ର ପୁତ୍ର, ମରାୟୋତ୍‍ ଅହୀଟୂବ୍‍ର ପୁତ୍ର, ଅହୀଟୂବ୍‍ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଥିଲା।


ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,


Swiv nou:

Piblisite


Piblisite