Biblia Todo Logo
Bib sou entènèt

- Piblisite -




ନିହିମୀୟା 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର,

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍‍ର ପୁତ୍ର ଅମଶୟ, ସେହି ଅସରେଲ୍‍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍‍ର ପୁତ୍ର, ମଶିଲ୍ଲେମୋତ୍‍ ଇମ୍ମେରର ପୁତ୍ର,

Gade chapit la Kopi

ପବିତ୍ର ବାଇବଲ

13 ଅଦାୟାର ଭାତୃଗଣ 242 ଜଣ ପିତୃବଂଶ ପ୍ରଧାନ ଥିଲେ, ଅସରେଲର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର।

Gade chapit la Kopi




ନିହିମୀୟା 11:13
3 Referans Kwoze  

କୋରହୀୟ ଇଲ୍‍କାନା, ଯିଶୀୟ, ଅସରେଲ୍‍, ଯୋୟେଷର୍‍, ଯାଶ୍‍ବୀୟାମ୍‍;


ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,


ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।


Swiv nou:

Piblisite


Piblisite