ନିହିମୀୟା 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ଵିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ। Gade chapit laଓଡିଆ ବାଇବେଲ17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ। Gade chapit laପବିତ୍ର ବାଇବଲ17 ମୀକାର ପୁତ୍ର ମତ୍ତନିୟ ଯିଏ କି ସବ୍ଦିର ଆସଫର ପୁତ୍ର ଥିଲା, ଯିଏ କି ଶମ୍ମୁୟର ପୁତ୍ର ବକ୍ବୁକିୟ ଓ ଅବଦା ସହିତ ଧନ୍ୟବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ଯିଏ କି ଗାଲଲର ପୁତ୍ର, ଗାଲଲ ଯିଏ କି ଯିଦୂଥୂନର ପୁତ୍ର ଥିଲା। Gade chapit la |