Biblia Todo Logo
Bib sou entènèt

- Piblisite -




ନିହିମୀୟା 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟ-ମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

20 ଇସ୍ରାଏଲର ଯାଜକମାନଙ୍କର ଓ ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକ ନିଜ ନିଜର ସମ୍ପତ୍ତିରେ ରହିଲେ।

Gade chapit la Kopi




ନିହିମୀୟା 11:20
3 Referans Kwoze  

ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍‍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।


ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।


ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।


Swiv nou:

Piblisite


Piblisite