ନିହିମୀୟା 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ନଥୀନୀୟ ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ। Gade chapit laଓଡିଆ ବାଇବେଲ21 ମନ୍ଦିରରେ ସେବା କରୁଥିବା ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ। Gade chapit laପବିତ୍ର ବାଇବଲ21 ମନ୍ଦିରର ସେବକମାନେ ଓଫଲ ପର୍ବତରେ ବାସ କଲେ। ଆଉ ସୀହ ଓ ଗିଷ୍ପ ମନ୍ଦିରର ସେବକମାନଙ୍କର ମୂଖ୍ୟ ଥିଲେ। Gade chapit la |