ନିହିମୀୟା 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା। Gade chapit laଓଡିଆ ବାଇବେଲ22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା। Gade chapit laପବିତ୍ର ବାଇବଲ22 ଉଷି ଯିରୁଶାଲମରେ ଲେବୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିୟର ପୁତ୍ର, ହଶବିୟ ଯିଏ କି ମତ୍ତନୀୟର ପୁତ୍ର, ମତ୍ତନିୟ ଯିଏ କି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ୱରଙ୍କ ମନ୍ଦିରରେ ସେବା କରୁଥିବା ଗାୟକର ଓ ଆସଫର ବଂଶଧର ଥିଲେ। Gade chapit la |