Biblia Todo Logo
Bib sou entènèt

- Piblisite -




ନିହିମୀୟା 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

23 ରାଜା ଆଜ୍ଞା ଦେଲେ ଯେ, ପ୍ରତ୍ୟେକ ଦିନ ଗାୟକମାନଙ୍କୁ ପୁରସ୍କାର ଦିଆଯିବା ଉଚିତ୍।

Gade chapit la Kopi




ନିହିମୀୟା 11:23
5 Referans Kwoze  

ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।


Swiv nou:

Piblisite


Piblisite