ନିହିମୀୟା 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ। Gade chapit laଓଡିଆ ବାଇବେଲ30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ। Gade chapit laପବିତ୍ର ବାଇବଲ30 ସାନୋହ, ଅଦୁଲ୍ଲମ ଓ ତହିଁର ପାର୍ଶ୍ୱବର୍ତ୍ତୀ ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଗ୍ରାମରେ ବାସ କଲେ। ଏହିପରି ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ। Gade chapit la |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।