Biblia Todo Logo
Bib sou entènèt

- Piblisite -




ନିହିମୀୟା 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପନଗରରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ବିନ୍ୟାମୀନ-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍ମସ୍ ଓ ଅୟାରେ, ବୈଥେଲ୍ ଓ ତହିଁର ଉପନଗରରେ;

Gade chapit la Kopi

ଓଡିଆ ବାଇବେଲ

31 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପ ନଗରରେ;

Gade chapit la Kopi

ପବିତ୍ର ବାଇବଲ

31 ବିନ୍ୟାମୀନ ସନ୍ତାନଗଣ ମଧ୍ୟ ଗେବାଠାରୁ ମି‌କ୍‌ମସ୍ ଓ ଅୟାରେ, ବୈଥେଲ୍ ଓ ତହିଁର ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକରେ ବାସ କଲେ।

Gade chapit la Kopi




ନିହିମୀୟା 11:31
14 Referans Kwoze  

ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;


ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;


କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।


ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍‍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍‍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।


ଅନାଥୋତ୍‍, ନୋବ ଓ ଅନନୀୟାରେ;


ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍


ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।


Swiv nou:

Piblisite


Piblisite