ନିହିମୀୟା 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା; Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ , ଯିରିମୀୟ, ଏଜ୍ରା; Gade chapit laଓଡିଆ ବାଇବେଲ1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା; Gade chapit laପବିତ୍ର ବାଇବଲ1 ଏହିମାନେ ହେଉଛନ୍ତି ଯାଜକ ଓ ଲେବୀୟ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଲେ, ସେମାନେ ହେଲେ ସରାୟ, ଯିରିମିୟ, ଏଜ୍ରା, Gade chapit la |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।