Biblia Todo Logo
Bib sou entènèt

- Piblisite -




ନିହିମୀୟା 12:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

22 ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

22 ଇଲିୟାଶୀବ, ଯୋୟାହ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ ମଧ୍ୟ ପାରସିକ ଦାରିୟାବସର ଅଧିକାର ସମୟରେ ଯାଜକମାନେ ପୂର୍ବପୁରୁଷ ଗୃହର ମୁଖ୍ୟ ରୂପେ ବଂଶାବଳିରେ ଲିଖିତ ହେଲେ।

Gade chapit la Kopi




ନିହିମୀୟା 12:22
3 Referans Kwoze  

ଆମୋକ-ବଂଶର ଏବର; ହିଲ୍‍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।


ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।


Swiv nou:

Piblisite


Piblisite