ନିହିମୀୟା 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା। Gade chapit laଓଡିଆ ବାଇବେଲ23 ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳି ପୁସ୍ତକରେ ଲିଖିତ ହେଲା। Gade chapit laପବିତ୍ର ବାଇବଲ23 ଲେବୀ ବଂଶଜାତ ପିତୃବଂଶ ପ୍ରଧାନମାନଙ୍କ ନାମ ଇଲିୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳି ପୁସ୍ତକରେ ଲିଖିତ ହେଲା। Gade chapit la |