ନିହିମୀୟା 12:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit laଓଡିଆ ବାଇବେଲ25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ। Gade chapit laପବିତ୍ର ବାଇବଲ25 ମତ୍ତନିୟ ଓ ବକ୍ବୁକିୟ, ଓବଦିୟ, ମଶୁଲ୍ଲମ୍, ଟଲ୍ମୋନ୍, ଅକ୍କୁବ୍ ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ତାର ଗୃହ ସକଳର ପ୍ରହରୀ କର୍ମ କଲେ। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।