ନିହିମୀୟା 12:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ; Gade chapit laପବିତ୍ର ବାଇବଲ (Re-edited) - (BSI)28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ; Gade chapit laଓଡିଆ ବାଇବେଲ28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ; Gade chapit laପବିତ୍ର ବାଇବଲ28-29 ଗାୟକମାନେ ଯିରୁଶାଲମର ଚତୁର୍ଦ୍ଦିଗରୁ ଓ ନଟୋଫାତୀୟମାନଙ୍କ ଗ୍ରାମରୁ ଆସିଲେ। ବୈଥ୍-ଗିଲ୍ଗଲ୍ରୁ ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ। କାରଣ ଗାୟକମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇ ଥିଲେ। Gade chapit la |