ନିହିମୀୟା 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ; Gade chapit laପବିତ୍ର ବାଇବଲ (Re-edited) - (BSI)31 ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ; Gade chapit laଓଡିଆ ବାଇବେଲ31 ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ; Gade chapit laପବିତ୍ର ବାଇବଲ31 ଏହା ପରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି। ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି। ତହିଁରେ ଏକଦଳ ଦକ୍ଷିଣ ପାର୍ଶ୍ୱରେ ପ୍ରାଚୀର ଉପରଦେଇ ଖତଦ୍ୱାର ଆଡ଼କୁ ଗଲେ। Gade chapit la |