Biblia Todo Logo
Bib sou entènèt

- Piblisite -




ନିହିମୀୟା 12:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ

Gade chapit la Kopi

ଓଡିଆ ବାଇବେଲ

35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ

Gade chapit la Kopi

ପବିତ୍ର ବାଇବଲ

35 କେତେକ ଯାଜକ ତୂରୀ ନେଇ ଗଲେ। ଜିଖରିୟ ଯିଏ କି, ଯୋନାଥନଙ୍କର ପୁତ୍ର, ଯିଏ କି ଶମୟିୟର ପୁତ୍ର, ଯିଏ କି ମତ୍ତନୀୟଙ୍କର ପୁତ୍ର, ଯିଏ କି ମିଖାୟଙ୍କର ପୁତ୍ର, ଯିଏ କି ସ‌କ୍‌କୁରଙ୍କର ପୁତ୍ର, ଯିଏ କି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମୟିୟ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ, ଯିହୁଦା ଓ ହନାନୀ। ପରମେଶ୍ୱରଙ୍କର ଏହି ଲୋକମାନେ ପରମେଶ୍ୱରଙ୍କର ସେବକ ଦାଉଦ ନିକଟକୁ ବିଭିନ୍ନ ପ୍ରକାର ବାଦ୍ୟଯନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସେମାନଙ୍କ ଆଗରେ ଗଲେ।

Gade chapit la Kopi




ନିହିମୀୟା 12:35
10 Referans Kwoze  

ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”


ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,


ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ


ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;


Swiv nou:

Piblisite


Piblisite