Biblia Todo Logo
Bib sou entènèt

- Piblisite -




ନିହିମୀୟା 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ

Gade chapit la Kopi

ଓଡିଆ ବାଇବେଲ

36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟିୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;

Gade chapit la Kopi

ପବିତ୍ର ବାଇବଲ

36 ତାହାର ଭାତୃଗଣ ଶମୟିୟ ଓ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ ଓ ଯିହୁଦା, ହନାନି। ଏହି ଲୋକମାନେ ପରମେଶ୍ୱରଙ୍କ ସେବକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ। ଲିପିକାର ଏଜ୍ରା ସେମାନଙ୍କ ଆଗେ ଆଗେ ଗ୍ଭଲିଲେ।

Gade chapit la Kopi




ନିହିମୀୟା 12:36
8 Referans Kwoze  

ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।


ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।


ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;


ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,


ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,


ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।


ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ


Swiv nou:

Piblisite


Piblisite