ନିହିମୀୟା 12:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)37 ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ। Gade chapit laଓଡିଆ ବାଇବେଲ37 ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ। Gade chapit laପବିତ୍ର ବାଇବଲ37 ସେମାନେ ଝର ଫାଟକ ନିକଟରେ ହେଲା ପରେ ନିଜ ନିଜ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ ନଗରର ପାହଚ ଉଠିବା ପରେ, ଦାଉଦଙ୍କର ଗୃହ ଉପରେ ଦେଇ ପୂର୍ବ ଆଡ଼େ ଜଳଦ୍ୱାର ଆଡ଼େ ଗଲେ। Gade chapit la |