Biblia Todo Logo
Bib sou entènèt

- Piblisite -




ନିହିମୀୟା 12:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;

Gade chapit la Kopi

ଓଡିଆ ବାଇବେଲ

40 ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;

Gade chapit la Kopi

ପବିତ୍ର ବାଇବଲ

40 ଦୁଇ ଦଳ ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରୁଥିଲେ ପରମେଶ୍ୱରଙ୍କ ମନ୍ଦିରରେ ଛିଡ଼ା ହେଲେ। ଅର୍ଦ୍ଧେକ ପଦାଧିକାରୀ ସହିତ ମୁଁ ମଧ୍ୟ ସେପରି କଲି।

Gade chapit la Kopi




ନିହିମୀୟା 12:40
7 Referans Kwoze  

ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।


ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;


Swiv nou:

Piblisite


Piblisite