Biblia Todo Logo
Bib sou entènèt

- Piblisite -




ନିହିମୀୟା 12:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋ-ଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;

Gade chapit la Kopi

ଓଡିଆ ବାଇବେଲ

41 ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;

Gade chapit la Kopi

ପବିତ୍ର ବାଇବଲ

41 ଇଲିୟାକୀମ୍, ମାସେୟ, ମିନ୍ୟାମିନ୍, ମୀଖାୟ, ଇଲିୟୋ-ଐନୟ, ଜିଖରିୟ, ହନାନିୟ, ଆଦି ଯାଜକଗଣ ମଧ୍ୟରେ ଅନ୍ୟତମ ଯେଉଁମାନେ ତୂରୀ ବାଦନ କରୁଥିଲେ।

Gade chapit la Kopi




ନିହିମୀୟା 12:41
4 Referans Kwoze  

ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;


ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।


ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।


ମଶୁଲ୍ଲମ୍‍, ଅବୀୟ, ମିୟାମୀନ୍‍।


Swiv nou:

Piblisite


Piblisite