Biblia Todo Logo
Bib sou entènèt

- Piblisite -




ନିହିମୀୟା 12:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ।

Gade chapit la Kopi

ଓଡିଆ ବାଇବେଲ

42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।

Gade chapit la Kopi

ପବିତ୍ର ବାଇବଲ

42 ଆଉ ମାସେୟ, ଶମୟିୟ, ଇଲିୟାସର, ଉଷି, ଯିହୋହାନନ୍, ମ‌‌‌‌ଲ୍‌‌‌‌‌‌‌କିୟ, ଏଲମ୍ ଓ ଏଷର ସମସ୍ତେ ଠିଆ ହୋଇ ରହିଲେ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରିହିୟ ଗାନ କଲେ।

Gade chapit la Kopi




ନିହିମୀୟା 12:42
11 Referans Kwoze  

ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।


ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍‍ଦୋଲୀମ୍‌ର ପୁତ୍ର ସବ୍‍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।


ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;


ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;


ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।


ମାସିୟ, ବିଲ୍‍ଗୟ, ଶମୟୀୟ; ଏମାନେ ଯାଜକ ଥିଲେ।


ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।


Swiv nou:

Piblisite


Piblisite