Biblia Todo Logo
Bib sou entènèt

- Piblisite -

ନିହିମୀୟା 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

44 ସେହି ଦିନରେ ନଗରର ଲୋକମାନେ ଧନ, ଉପହାର, ପ୍ରଥମଜାତ ଫଳ ଓ ଏକ ଦଶମାଂଶ ସାମଗ୍ରୀ, ନିୟମ ଅନୁଯାୟୀ ଆଣିଲେ। ଲୋକମାନଙ୍କୁ କୋଠରୀରେ ନିରୀକ୍ଷଣ କରିବା ପାଇଁ ନିଯୁକ୍ତ କରାଗଲା। ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରୀ ସବୁରେ ଲୋକମାନେ ନିଯୁକ୍ତି ହେଲେ। କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦୀୟମାନେ ବହୁତ ଆନନ୍ଦିତ ହୋଇଥିଲେ।

Gade chapit la Kopi

ନିହିମୀୟା 12:44
17 Referans Kwoze  

କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;

ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।

ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।

କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;

କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।

ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”

ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।

ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।

ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,

Swiv nou:

Piblisite

Piblisite