Biblia Todo Logo
Bib sou entènèt

- Piblisite -




ନିହିମୀୟା 12:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

Gade chapit la Kopi

ଓଡିଆ ବାଇବେଲ

46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

Gade chapit la Kopi

ପବିତ୍ର ବାଇବଲ

46 ପୂର୍ବକାଳରେ ଦାଉଦ ଓ ଆସଫ୍ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

Gade chapit la Kopi




ନିହିମୀୟା 12:46
7 Referans Kwoze  

ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।


ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


Swiv nou:

Piblisite


Piblisite