Biblia Todo Logo
Bib sou entènèt

- Piblisite -




ନିହିମୀୟା 12:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।

Gade chapit la Kopi

ଓଡିଆ ବାଇବେଲ

47 ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।

Gade chapit la Kopi

ପବିତ୍ର ବାଇବଲ

47 ତେଣୁ ସରୁବ୍ବାବିଲ ଓ ନିହିମିୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନ ଅନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ। ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ସେମାନଙ୍କର ଉପହାରଗୁଡ଼ିକ ସମର୍ପଣ କଲେ ଓ ଲେବୀୟମାନେ ହାରୋଣ ବଂଶଧରଗଣ ନିମନ୍ତେ ଉପହାରଗୁଡ଼ିକ ସମର୍ପଣ କଲେ।

Gade chapit la Kopi




ନିହିମୀୟା 12:47
14 Referans Kwoze  

କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍‍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।


ପୁଣି, ଯୋୟାକୀମ୍‍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ;


ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;


କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।


ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


Swiv nou:

Piblisite


Piblisite